Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।

Gade chapit la Kopi

ଓଡିଆ ବାଇବେଲ

28 ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।

Gade chapit la Kopi

ପବିତ୍ର ବାଇବଲ

28 ଯେଉଁ ରକ୍ଷାପ୍ରାପ୍ତ ପଳାତକମାନେ ବାବିଲ ଦେଶରୁ ସିୟୋନକୁ ଗ୍ଭଲି ଯାଉଥିଲେ, ସେମାନେ ସମସ୍ତଙ୍କୁ କହୁଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର ସମୟ ଆସିଯାଇଛି। କ‌‌ଲ୍‌‌ଦୀୟମାନେ ତାଙ୍କର ମନ୍ଦିର ଭାଙ୍ଗିଛନ୍ତି। ତେଣୁ ସେ ବାବିଲକୁ ଧ୍ୱଂସ କରୁଛନ୍ତି।

Gade chapit la Kopi




ଯିରିମୀୟ 50:28
14 Referans Kwoze  

ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।


ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।


ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍‍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”


ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।


ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ।


ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।


ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।


ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ ଓ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧରୁ ଆପଣା ଆପଣାକୁ ରକ୍ଷା କରୁ।


Swiv nou:

Piblisite


Piblisite