ଯିରିମୀୟ 50:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ଵଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ। Gade chapit laଓଡିଆ ବାଇବେଲ3 କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।” Gade chapit laପବିତ୍ର ବାଇବଲ3 କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ବାବିଲ ବିରୁଦ୍ଧରେ ଆସିବେ। ସେମାନେ ତାକୁ ଧ୍ୱଂସ କରିବେ। ତାହା ମଧ୍ୟରେ କେହି ବାସ କରିବେ ନାହିଁ, ମନୁଷ୍ୟ ଓ ପଶୁ ସେଠାରୁ ପଳାୟନ କରିବେ। Gade chapit la |