ଯିରିମୀୟ 50:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 (ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକୁ ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)34 (ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକି ଶା; ଓ ବାବିଲ ନିବାସୀମାନଙ୍କୁ ଉଦ୍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ। Gade chapit laଓଡିଆ ବାଇବେଲ34 (ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକି ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।” Gade chapit laପବିତ୍ର ବାଇବଲ34 ମାତ୍ର ସେମାନଙ୍କର ମୁକ୍ତିଦାତା ବଳବାନ, ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ପୁନର୍ବାର ଫେରାଇ ଆଣିବେ। ସେ ପୃଥିବୀକୁ ଶାନ୍ତ ଓ ବାବିଲବାସୀଙ୍କୁ ଉଦ୍ବିଗ୍ନ କରିବାକୁ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।” Gade chapit la |