Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ବାବିଲ ଶତ୍ରୁହସ୍ତଗତ ହେବାର ଶବ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ବାବିଲ ଶତ୍ରୁହସ୍ତଗତ ହେବାର ଶଦ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶଦ୍ଦ ଶୁଣା ଯାଉଅଛି।

Gade chapit la Kopi

ଓଡିଆ ବାଇବେଲ

46 ବାବିଲ ଶତ୍ରୁହସ୍ତଗତ ହେବାର ଶବ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।”

Gade chapit la Kopi

ପବିତ୍ର ବାଇବଲ

46 ବାବିଲର ପତନ ଘଟିବ ଓ ସେହି ପତନରେ ପୃଥିବୀ ପ୍ରକମ୍ପିତ ହେବ। ପୃଥିବୀର ସମସ୍ତ ଗୋଷ୍ଠୀ ସେହି କ୍ରନ୍ଦନର ଶବ୍ଦ ଶୁଣିବେ।

Gade chapit la Kopi




ଯିରିମୀୟ 50:46
14 Referans Kwoze  

ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।


ଆମ୍ଭେ ତାହାକୁ ଗର୍ତ୍ତ ଅବରୋହଣକାରୀମାନଙ୍କ ସହିତ ପାତାଳକୁ ପକାଇଦେବା ବେଳେ, ତାହାର ପତନ ଶବ୍ଦରେ ଗୋଷ୍ଠୀୟମାନଙ୍କୁ କମ୍ପିତ କରାଇଲୁ; ପୁଣି, ଏଦନର, ଅର୍ଥାତ୍‍, ଲିବାନୋନର ମନୋନୀତ ଓ ସର୍ବୋତ୍ତମ ଜଳପାୟୀ ବୃକ୍ଷସକଳ ଅଧୋଭୁବନରେ ସାନ୍ତ୍ୱନା ପାଇଲେ।


ଏବେ ତୁମ୍ଭର ପତନ ଦିନରେ ଦ୍ୱୀପସମୂହ କମ୍ପମାନ ହେବେ; ହଁ, ତୁମ୍ଭ ପ୍ରସ୍ଥାନରେ ସମୁଦ୍ରବର୍ତ୍ତୀ ଦ୍ୱୀପସବୁ ବିହ୍ୱଳ ହେବେ।’


ହଁ, ଆମ୍ଭେ ଅନେକ ଗୋଷ୍ଠୀକୁ ତୁମ୍ଭର ବିଷୟରେ ଚମତ୍କୃତ କରାଇବା, ଆଉ ସେମାନଙ୍କ ରାଜାଗଣର ସାକ୍ଷାତରେ ଆମ୍ଭେ ଆପଣା ଖଡ୍ଗ ଚଳାଇବା ବେଳେ ସେମାନେ ଅତିଶୟ ଭୀତ ହେବେ; ଆଉ, ତୁମ୍ଭର ପତନ ଦିନ ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରାଣ ବିଷୟରେ ଭୟରେ କମ୍ପିତ ହେବେ।


ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।


ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର ପର୍ଯ୍ୟନ୍ତ ଇଗ୍ଲତ୍‍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।


ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।


ସମସ୍ତ ଜାତିଗଣ ତୁମ୍ଭ ଅପମାନର କଥା ଶୁଣିଅଛନ୍ତି, ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ; କାରଣ ବୀର ବୀର ଉପରେ ଝୁଣ୍ଟି ପଡ଼ିଅଛି; ସେ ଦୁହେଁ ଏକତ୍ର ପଡ଼ିଅଛନ୍ତି।”


ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।


ବାବିଲରୁ କ୍ରନ୍ଦନର ରବ ଓ କଲ୍‍ଦୀୟମାନଙ୍କ ଦେଶରୁ ମହାବିନାଶର ଶବ୍ଦ ଉଠୁଅଛି!


ତୁମ୍ଭ କର୍ଣ୍ଣଧାରଗଣର କ୍ରନ୍ଦନ ଶବ୍ଦରେ ଉପନଗରସମୂହ କମ୍ପିତ ହେବେ।


ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?


Swiv nou:

Piblisite


Piblisite