Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ସେମାନେ ଏକତ୍ର ଯୁବା ସିଂହ ପରି ଗର୍ଜ୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋରନାଦ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ସେମାନେ ଏକତ୍ର ଯୁବାସିଂହ ପରି ଗର୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋର ନାଦ କରିବେ।

Gade chapit la Kopi

ଓଡିଆ ବାଇବେଲ

38 ସେମାନେ ଏକତ୍ର ଯୁବା ସିଂହ ପରି ଗର୍ଜ୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋର ନାଦ କରିବେ।”

Gade chapit la Kopi

ପବିତ୍ର ବାଇବଲ

38 “ସେମାନେ ଯୁବା ସିଂହ ପରି ଗର୍ଜନ କରିବେ ଓ ସିଂହ ଛୁଆ ପରି ଘୋର ନାଦ କରିବେ।”

Gade chapit la Kopi




ଯିରିମୀୟ 51:38
10 Referans Kwoze  

ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସବିହୀନ ହୋଇଅଛି।


ମେଷପାଳକଗଣର ହାହାକାର ରବ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା। ଯୁବା ସିଂହଗଣର ଗର୍ଜ୍ଜନ ରବ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା।


ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;


ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।


ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।


ତହୁଁ ସେ କହିଲା, “ଶାମ୍‍ଶୋନ୍‍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, “ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି।” ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ।


ହୂଶୟ ଆହୁରି କହିଲା, “ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।


ସେମାନଙ୍କର ଗର୍ଜ୍ଜନ ସିଂହୀର ଗର୍ଜ୍ଜନ ପରି, ସେମାନେ ଯୁବା ସିଂହ ପରି ଗର୍ଜ୍ଜନ କରିବେ; ଆହୁରି, ସେମାନେ ଗର୍ଜ୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।


Swiv nou:

Piblisite


Piblisite