Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ସେମାନେ କଲ୍‍ଦୀୟ ଦେଶରେ ହତ ଓ ରାଜଦାଣ୍ଡରେ ବିଦ୍ଧ ହୋଇ ପଡ଼ିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ସେମାନେ କଲ୍ଦୀୟ ଦେଶରେ ହତ ଓ ରାଜଦାଣ୍ତରେ ବିଦ୍ଧ ହୋଇ ପଡ଼ିବେ।

Gade chapit la Kopi

ଓଡିଆ ବାଇବେଲ

4 ତହିଁରେ ସେମାନେ କଲ୍‍ଦୀୟ ଦେଶରେ ହତ ଓ ରାଜଦାଣ୍ଡରେ ବିଦ୍ଧ ହୋଇ ପଡ଼ିବେ।

Gade chapit la Kopi

ପବିତ୍ର ବାଇବଲ

4 ବାବିଲର ସୈନ୍ୟମାନେ କ‌‌ଲ୍‌‌ଦୀୟ ଦେଶରେ ମୃତ୍ୟୁବରଣ କରିବେ ଓ ରାଜପଥରେ ଆହତ ହୋଇପଡ଼ିବେ।”

Gade chapit la Kopi




ଯିରିମୀୟ 51:4
6 Referans Kwoze  

ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ତାହାର ରାଜଦାଣ୍ଡରେ ପତିତ ହେବେ ଓ ସମସ୍ତ ଯୋଦ୍ଧା ନିସ୍ତବ୍ଧ କରାଯିବେ।


ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ରାଜଦାଣ୍ଡରେ ପତିତ ହେବେ ଓ ତାହାର ଯୋଦ୍ଧା ସମସ୍ତେ ନୀରବ କରାଯିବେ।


ଯେକୌଣସି ଲୋକର ଉଦ୍ଦେଶ୍ୟ ମିଳିବ, ତାହାକୁ ଅସ୍ତ୍ରବିଦ୍ଧ ହେବ ଓ ଯେକୌଣସି ଲୋକକୁ ଧରାଯିବ, ସେ ଖଡ୍ଗରେ ପତିତ ହେବ।


ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ।


ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ।


ସଦାପ୍ରଭୁ କହନ୍ତି, ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ।


Swiv nou:

Piblisite


Piblisite