Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଆମ୍ଭେ ସେମାନଙ୍କୁ ମେଷଗଣର ତୁଲ୍ୟ, ଛାଗମାନଙ୍କ ସହିତ ମେଷଗଣର ତୁଲ୍ୟ ବଧ ସ୍ଥାନକୁ ଆଣିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଆମ୍ଭେ ସେମାନଙ୍କୁ ମେଷଗଣର ତୁଲ୍ୟ, ଛାଗ-ମାନଙ୍କ ସହିତ ମେଷଗଣର ତୁଲ୍ୟ ବଧସ୍ଥାନକୁ ଆଣିବା।

Gade chapit la Kopi

ଓଡିଆ ବାଇବେଲ

40 ଆମ୍ଭେ ସେମାନଙ୍କୁ ମେଷଗଣର ତୁଲ୍ୟ, ଛାଗମାନଙ୍କ ସହିତ ମେଷଗଣର ତୁଲ୍ୟ ବଧସ୍ଥାନକୁ ଆଣିବା।”

Gade chapit la Kopi

ପବିତ୍ର ବାଇବଲ

40 “ବାବିଲକୁ ଆମ୍ଭେ ବଧ ଯୋଗ୍ୟ ମେଷ ଓ ଛାଗ ସଦୃଶ ବଧ୍ୟ ସ୍ଥାନକୁ ଆଗେଇ ନେବା।

Gade chapit la Kopi




ଯିରିମୀୟ 51:40
6 Referans Kwoze  

ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ; ସେମାନେ ସନ୍ତାପର ପାତ୍ର! କାରଣ ସେମାନଙ୍କର ଦିନ, ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା।


ତୁମ୍ଭେମାନେ ବୀରମାନଙ୍କର ମାଂସ ଖାଇବ ଓ ଭୂପତିମାନଙ୍କର ରକ୍ତ ପିଇବ, ସେମାନେ ସମସ୍ତେ ବାଶନ ଦେଶୀୟ ହୃଷ୍ଟପୁଷ୍ଟ ମେଷ, ମେଷବତ୍ସ, ଛାଗ ଓ ବୃଷ ସ୍ୱରୂପ ଅଟନ୍ତି।


ସଦାପ୍ରଭୁଙ୍କ ଖଡ୍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ଡ ହେବ।


ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷ ତୁଲ୍ୟ ଗଣିତ ହେଉଅଛୁ।


ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ।


ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଲାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି।


Swiv nou:

Piblisite


Piblisite