ଯିରିମୀୟ 51:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ସେସମୟରେ ସ୍ୱର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ। Gade chapit laପବିତ୍ର ବାଇବଲ (Re-edited) - (BSI)48 ସେସମୟରେ ସ୍ଵର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ। Gade chapit laଓଡିଆ ବାଇବେଲ48 ସେସମୟରେ ସ୍ୱର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, “ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ।” Gade chapit laପବିତ୍ର ବାଇବଲ48 ସେ ସମୟରେ ସ୍ୱର୍ଗ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବାବିଲ ବିଷୟରେ ଆନନ୍ଦରେ ଚିତ୍କାର କରିବେ। କାରଣ ସଦାପ୍ରଭୁ କହନ୍ତି ଯେ, ଉତ୍ତର ଦିଗରୁ ବିନାଶକଗଣ ଆସିବେ।” Gade chapit la |