Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ବାବିଲ ଯେପରି ଇସ୍ରାଏଲ ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ।

Gade chapit la Kopi

ଓଡିଆ ବାଇବେଲ

49 “ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ।

Gade chapit la Kopi

ପବିତ୍ର ବାଇବଲ

49 “ବାବିଲର ପତନ ନିଶ୍ଚିତ ହେବ, କାରଣ ସେ ଇସ୍ରାଏଲର ଲୋକମାନଙ୍କୁ ନିପାତିତ କରିଅଛି ଓ ପୃଥିବୀର ସମୁଦାୟ ଦେଶର ଲୋକଙ୍କୁ ବଧ କରିଅଛି।

Gade chapit la Kopi




ଯିରିମୀୟ 51:49
13 Referans Kwoze  

ପୁଣି, ଆମ୍ଭେ ବାବିଲକୁ ଓ କଲ୍‍ଦୀୟ ନିବାସୀସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା, ଏହା ସଦାପ୍ରଭୁ କହନ୍ତି।


ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।


କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।


କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।


ସିୟୋନ ନିବାସିନୀ କହିବ, “ମୋʼ ପ୍ରତି ଓ ମୋʼ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ” ଓ ଯିରୂଶାଲମ କହିବ, “ମୋʼ ରକ୍ତର ଦାୟ କଲ୍‍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।”


ହେ ଆମ୍ଭର ଅଧିକାର ଅପହରଣକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ;


ଏଥିରେ ଅଦୋନୀବେଷକ୍‌ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।


ପୁଣି, ଭାବବାଦୀମାନଙ୍କର, ସାଧୁମାନଙ୍କର ଓ ପୃଥିବୀରେ ହତ ହୋଇଥିବା ସମସ୍ତଙ୍କର ରକ୍ତ ତାହା ମଧ୍ୟରେ ଦେଖାଯାଇଥିଲା।”


Swiv nou:

Piblisite


Piblisite