ଯିରିମୀୟ 52:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଲରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା। Gade chapit laଓଡିଆ ବାଇବେଲ11 ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା। Gade chapit laପବିତ୍ର ବାଇବଲ11 ତା'ପରେ ବାବିଲର ରାଜା ସିଦିକିୟର ଚକ୍ଷୁ ଉତ୍ପାଟନ କରି, ତାକୁ ଶୃଙ୍ଖଳବଦ୍ଧ କରି ବାବିଲକୁ ନେଇଗଲା ଓ କାରାଗାରରେ ନିକ୍ଷେପ କଲା। ସେ ମୃତ୍ୟୁ ପର୍ଯ୍ୟନ୍ତ କାରାଗାରରେ ରହିଲା। Gade chapit la |
ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’