Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।

Gade chapit la Kopi

ଓଡିଆ ବାଇବେଲ

14 ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।

Gade chapit la Kopi

ପବିତ୍ର ବାଇବଲ

14 ଆଉ ପ୍ରହରୀବର୍ଗର ସେନାପତିଙ୍କ ସଙ୍ଗେ ଥିବା ସମସ୍ତ କ‌‌ଲ୍‌‌ଦୀୟ ସୈନ୍ୟ ଯିରୁଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।

Gade chapit la Kopi




ଯିରିମୀୟ 52:14
6 Referans Kwoze  

ସେତେବେଳେ ସେମାନେ ମୋତେ କହିଲେ, “ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ସେହି ପ୍ରଦେଶର ଅବଶିଷ୍ଟ ଲୋକେ ମହାଦୁଃଖ ଓ ଅପମାନରେ ଅଛନ୍ତି; କାରଣ ଯିରୂଶାଲମର ପ୍ରାଚୀର ଭଗ୍ନ ହୋଇ ରହିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି।”


ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ।


ପୁଣି, କଲ୍‍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।


ପୁଣି, ସେମାନେ ତୁମ୍ଭ ସମ୍ପତ୍ତିସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ; ଆଉ, ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ମନୋରମ ଗୃହସବୁ ଧ୍ୱଂସ କରିବେ; ଆଉ, ସେମାନେ ତୁମ୍ଭର ପ୍ରସ୍ତର, କାଷ୍ଠ ଓ ଧୂଳିସବୁ ଜଳରେ ନିକ୍ଷେପ କରିବେ।


ସେ ଉଦ୍ୟାନସ୍ଥ ତମ୍ବୁ ପରି ଆପଣା ଆବାସ-ତମ୍ବୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି; ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମବାର ବିସ୍ମୃତ କରାଇଅଛନ୍ତି ଓ ଆପଣା କ୍ରୋଧର ପ୍ରଚଣ୍ଡତାରେ ରାଜା ଓ ଯାଜକକୁ ତୁଚ୍ଛଜ୍ଞାନ କରିଅଛନ୍ତି।


ସେତେବେଳେ ଅରୀୟୋକ୍‍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;


Swiv nou:

Piblisite


Piblisite