Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଦେଶର ନିତା; ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।

Gade chapit la Kopi

ଓଡିଆ ବାଇବେଲ

16 ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।

Gade chapit la Kopi

ପବିତ୍ର ବାଇବଲ

16 ମାତ୍ର ନବୂଷରଦନ୍ ଦେଶର ଦରିଦ୍ରତମ ଲୋକମାନଙ୍କୁ ଦ୍ରାକ୍ଷାକ୍ଷେତ୍ରରେ କାମ କରିବାକୁ ଓ କୃଷକ ହେବାକୁ ସେଠାରେ ଛାଡ଼ିଗଲା।

Gade chapit la Kopi




ଯିରିମୀୟ 52:16
6 Referans Kwoze  

ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।


“ହେ ମନୁଷ୍ୟ-ସନ୍ତାନ, ଯେଉଁମାନେ ଇସ୍ରାଏଲ ଦେଶର, ସେହି ସକଳ ଉତ୍ସନ୍ନ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ଅବ୍ରହାମ ଏକମାତ୍ର ଥିଲେ, ଆଉ ସେ ଦେଶ ଅଧିକାର କଲେ; ମାତ୍ର ଆମ୍ଭେମାନେ ଅନେକ ଲୋକ; ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦତ୍ତ ହୋଇଅଛି।


ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଊଣେଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।


ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ:


Swiv nou:

Piblisite


Piblisite