Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ୱାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହି ସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ଵାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।

Gade chapit la Kopi

ଓଡିଆ ବାଇବେଲ

20 ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ର ରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ୱାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।

Gade chapit la Kopi

ପବିତ୍ର ବାଇବଲ

20 ଦୁଇଟି ଖମ୍ବ, ସଦୃଶ ଡବା ଏବଂ କଂସାର ବାରଟି ବୃଷଭ, ଏହାକୁ ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିର ପାଇଁ ନିର୍ମାଣ କରିଥିଲେ। ଏହିସବୁ ଜିନିଷରେ ବ୍ୟବହୃତ ହୋଇଥିବା କଂସାର ଓଜନ ବହୁତ ଅଧିକ ଥିଲା।

Gade chapit la Kopi




ଯିରିମୀୟ 52:20
6 Referans Kwoze  

ଆଉ, ଅତ୍ୟନ୍ତ ବାହୁଲ୍ୟ ହେତୁ ଶଲୋମନ ସେହି ସବୁ ପାତ୍ର ତୌଲ କଲେ ନାହିଁ; ପିତ୍ତଳର ଓଜନ ଜଣାଗଲା ନାହିଁ।


ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କ ନିର୍ମିତ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ବୈଠିକିସକଳ, ଏହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।


ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ।


ଆଉ ଦେଖ, ମୁଁ ଆପଣା କଷ୍ଟରେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଏକ ଲକ୍ଷ ତାଳନ୍ତ ସୁନା ଓ ଦଶ ଲକ୍ଷ ତାଳନ୍ତ ରୂପା; ଆଉ ଅପରିମିତ ଅଧିକ ପରିମାଣର ପିତ୍ତଳ ଓ ଲୁହା ଆୟୋଜନ କରିଅଛି; ମଧ୍ୟ କଡ଼ି ଓ ପ୍ରସ୍ତର ପ୍ରସ୍ତୁତ କରିଅଛି, ତୁମ୍ଭେ ସେଥିରେ ଆହୁରି ଯୋଗ କରିବ।


ଏହି ପାତ୍ର ଦ୍ୱାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍‍ଭାଗ ଭିତରକୁ ଥିଲା।


ପୁଣି, କଲ୍‍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ।


Swiv nou:

Piblisite


Piblisite