Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠର ହାତ ଓ ପରିଧି ବାର ହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠରହାତ ଓ ପରିଧି ବାରହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା।

Gade chapit la Kopi

ଓଡିଆ ବାଇବେଲ

21 ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠରହାତ ଓ ପରିଧି ବାରହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା।

Gade chapit la Kopi

ପବିତ୍ର ବାଇବଲ

21 ପୁଣି ସେହି ଦୁଇସ୍ତମ୍ଭ ପ୍ରତ୍ୟେକର ଉଚ୍ଚତା ସତେଇଶ୍ ଫୁଟ, ପରିଧି ଅଠର ପୁଟ, ସ୍ଥୁଳତା ତିନି ଇଞ୍ଚ ମୋଟା ଓ ତାହା ଫମ୍ପା ଥିଲା।

Gade chapit la Kopi




ଯିରିମୀୟ 52:21
3 Referans Kwoze  

ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ଆଉ ମୁଣ୍ଡାଳିର ଉଚ୍ଚ ତିନି ହାତ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ମଧ୍ୟ ଦ୍ୱିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା।


Swiv nou:

Piblisite


Piblisite