ଯିରିମୀୟ 52:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା। Gade chapit laପବିତ୍ର ବାଇବଲ (Re-edited) - (BSI)24 ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ଵିତୀୟ ଯାଜକ ସଫନୀୟକୁ, ଆଉ ତିନିଜଣ ଦ୍ଵାରପାଳକୁ ଧରିଲା। Gade chapit laଓଡିଆ ବାଇବେଲ24 ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା। Gade chapit laପବିତ୍ର ବାଇବଲ24 ପୁଣି ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସିଫନିୟକୁ ଏବଂ ଆଉ ତିନି ଜଣ ଦ୍ୱାରପାଳକୁ ବନ୍ଦୀ କରି ନେଲା। Gade chapit la |
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।