Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଳାକୁ ବାବିଲ ରାଜା କତିକି ନେଇଗଲା।

Gade chapit la Kopi

ଓଡିଆ ବାଇବେଲ

26 ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ସେମାନଙ୍କୁ ଧରି ରିବ୍‍ଲାକୁ ବାବିଲ ରାଜା ନିକଟକୁ ନେଇଗଲା।

Gade chapit la Kopi

ପବିତ୍ର ବାଇବଲ

26-27 ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ବନ୍ଦୀକରି ରି‌‌‌ବ୍‌‌‌ଲାକୁ ବାବିଲ ରାଜା ନିକଟକୁ ନେଇଗଲା। ତହୁଁ ବାବିଲ ରାଜା ହମାତ୍ ଦେଶସ୍ଥ ରି‌‌‌ବ୍‌‌‌ଲାରେ ସେମାନଙ୍କୁ ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ଆନୀତ ହେଲା।

Gade chapit la Kopi




ଯିରିମୀୟ 52:26
6 Referans Kwoze  

ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଊଣେଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।


ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲା।


ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍‍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍‍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା।


ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଗଲା।


ତହୁଁ ସେହି ସୀମା ଶଫାମ୍‍ଠାରୁ ଐନ୍‍ର ପୂର୍ବଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍‍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।


ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ ଦେଶସ୍ଥ ରିବ୍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ବସାଇଲା।


Swiv nou:

Piblisite


Piblisite