Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ନବୂଖଦ୍‍ନିତ୍ସର ଯେଉଁମାନଙ୍କୁ ବନ୍ଦୀ କରି ନେଇଗଲା, ସେହି ଲୋକମାନଙ୍କର ସଂଖ୍ୟା ଏହି; ସପ୍ତମ ବର୍ଷରେ ତିନି ସହସ୍ର ତେଇଶ ଜଣ ଯିହୁଦୀ ଲୋକ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ନବୂଖଦ୍ନିତ୍ସର ଯେଉଁମାନଙ୍କୁ ବନ୍ଦୀ କରି ନେଇଗଲା, ସେହି ଲୋକମାନଙ୍କର ସଂଖ୍ୟା ଏହି; ସପ୍ତମ ବର୍ଷରେ ତିନି ସହସ୍ର ତେଇଶ ଜଣ ଯିହୁଦୀ ଲୋକ;

Gade chapit la Kopi

ଓଡିଆ ବାଇବେଲ

28 ନବୂଖଦ୍‍ନିତ୍ସର ଯେଉଁମାନଙ୍କୁ ବନ୍ଦୀ କରି ନେଇଗଲା, ସେହି ଲୋକମାନଙ୍କର ସଂଖ୍ୟା ଏହି; ସପ୍ତମ ବର୍ଷରେ ତିନି ସହସ୍ର ତେଇଶ ଜଣ ଯିହୁଦୀ ଲୋକ;

Gade chapit la Kopi

ପବିତ୍ର ବାଇବଲ

28 ନବୂଖ‌ଦ୍‌ନିତ୍ସର ଯେଉଁ ଯିହୁଦୀ ଲୋକମାନଙ୍କୁ ବନ୍ଦୀକରି ନେଇଗଲେ, ସେମାନଙ୍କର ସଂଖ୍ୟା ନବୂଖ‌ଦ୍‌ନିତ୍ସରଙ୍କ ରାଜତ୍ୱର ସପ୍ତମ ବର୍ଷରେ ତିନି ସହସ୍ର ତେଇଶ୍ ଜଣ ଥିଲେ।

Gade chapit la Kopi




ଯିରିମୀୟ 52:28
10 Referans Kwoze  

ପୁଣି, ସେ ଖଡ୍ଗରୁ ବଞ୍ଚିବା ଲୋକମାନଙ୍କୁ ବାବିଲକୁ ନେଇଗଲା; ତହିଁରେ ପାରସିକ ରାଜ୍ୟ ସ୍ଥାପନ ପର୍ଯ୍ୟନ୍ତ ସେମାନେ ତାହାର ଓ ତାହାର ସନ୍ତାନଗଣର ଦାସ ହୋଇ ରହିଲେ;


ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ।


ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ନେଇଯାଇଥିଲା;


ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା;


ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନସ୍ୱରୂପ ଅଟେ: ‘ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେହିପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ୱ ସ୍ଥାନକୁ ଯିବେ।’


ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।


ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି।


Swiv nou:

Piblisite


Piblisite