Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍‍-ମରୋଦକ୍‍ ଆପଣା ରାଜତ୍ଵର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍‍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଅନନ୍ତର ଯିହୁଦାର ରାଜା ଯିହୋୟାଖୀନ୍ର ବନ୍ଦୀତ୍ଵର ସଇଁତିରିଶ ବର୍ଷର ଦ୍ଵାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍-ମରୋ-ଦକ୍ ଆପଣା ଅଧିକାରର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;

Gade chapit la Kopi

ଓଡିଆ ବାଇବେଲ

31 ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍‍-ମରୋଦକ୍‍ ଆପଣା ରାଜତ୍ଵର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍‍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;

Gade chapit la Kopi

ପବିତ୍ର ବାଇବଲ

31 ଯିହୁଦାର ରାଜା ଯିହୋୟାଖୀନ୍ ବାବିଲର କାରାଗାରରେ ସଇଁତିରିଶ୍ ବର୍ଷ ବନ୍ଦୀ ହୋଇ ରହିଲେ। ତାଙ୍କ ବନ୍ଦୀତ୍ୱର ସଇଁତିରିଶ୍ ବର୍ଷରେ ବାବିଲର ରାଜା ଇବିଲ୍-ମରୋଦକ୍ ଯିହୋୟାଖୀ‌‌‌ନ୍‌‌‌ଙ୍କ ପ୍ରତି ଦୟାପରବଶ ହେଲେ। ସେ ରାଜତ୍ୱର ପ୍ରଥମ ବର୍ଷର ଦ୍ୱାଦଶ ମାସର ପଞ୍ଚବିଂଶ ଦିନରେ ଯିହୋୟାଖୀ‌‌‌ନ୍‌‌‌ଙ୍କୁ କାରାଗାରରୁ ମୁକ୍ତ କଲେ।

Gade chapit la Kopi




ଯିରିମୀୟ 52:31
8 Referans Kwoze  

ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ।


ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁଆଡ଼େ ଇଚ୍ଛା, ସେଆଡ଼େ ତାହା ଫେରାନ୍ତି।


ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।


ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବ ପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ।


ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ କାରଣ ପରମେଶ୍ୱର ନମ୍ର ଲୋକକୁ ରକ୍ଷା କରିବେ।


ଏଥିଉତ୍ତାରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମ ଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।


ଏଥିଉତ୍ତାରେ ଯିହୋୟାକୀମ୍‍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍‍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।


Swiv nou:

Piblisite


Piblisite