Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଆଉ, ସେ ତାହାକୁ ପ୍ରୀତିବାକ୍ୟ କହିଲା ଓ ତାହା ସଙ୍ଗେ ବାବିଲରେ ଥିବା ରାଜାମାନଙ୍କର ଆସନଠାରୁ ତାହାର ଆସନ ଉଚ୍ଚରେ ସ୍ଥାପନ କଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଆଉ, ସେ ତାହାକୁ ପ୍ରୀତିବାକ୍ୟ କହିଲା ଓ ତାହା ସଙ୍ଗେ ବାବିଲରେ ଥିବା ରାଜାମାନଙ୍କର ଆସନଠାରୁ ତାହାର ଆସନ ଉଚ୍ଚରେ ସ୍ଥାପନ କଲା,

Gade chapit la Kopi

ଓଡିଆ ବାଇବେଲ

32 ଆଉ, ସେ ତାହାକୁ ପ୍ରୀତିବାକ୍ୟ କହିଲା ଓ ତାହା ସଙ୍ଗେ ବାବିଲରେ ଥିବା ରାଜାମାନଙ୍କର ଆସନଠାରୁ ତାହାର ଆସନ ଉଚ୍ଚରେ ସ୍ଥାପନ କଲା,

Gade chapit la Kopi

ପବିତ୍ର ବାଇବଲ

32 ଆଉ ସେ ତାଙ୍କୁ ମଧୁର ବାକ୍ୟ କହିଲେ ଓ ତାଙ୍କୁ ବାବିଲର ଅନ୍ୟ ରାଜାମାନଙ୍କଠାରୁ ଅଧିକ ସମ୍ମାନଜନକ ସ୍ଥାନ ଦେଲେ।

Gade chapit la Kopi




ଯିରିମୀୟ 52:32
6 Referans Kwoze  

ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।


ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।


ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ଓ ତାଙ୍କ ସଙ୍ଗେ ବାବିଲରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ୱ, ରଥ, ଅଶ୍ୱାରୋହୀଗଣ, ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା।


Swiv nou:

Piblisite


Piblisite