ଯିରିମୀୟ 52:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପୁଣି, ତାହାର ଦିନାତିପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା। Gade chapit laପବିତ୍ର ବାଇବଲ (Re-edited) - (BSI)34 ପୁଣି, ତାହାର ଦିନପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତକାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା। Gade chapit laଓଡିଆ ବାଇବେଲ34 ପୁଣି, ତାହାର ଦିନାତିପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତକାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା। Gade chapit laପବିତ୍ର ବାଇବଲ34 ଏହା ପରେ ଯିହୋୟାଖୀନ୍ ବାବିଲର ରାଜାମାନଙ୍କଠାରୁ ପ୍ରତିଦିନ ସୁବିଧା ପାଇଲେ। ଏହା ତାଙ୍କର ମୃତ୍ୟୁ ପର୍ଯ୍ୟନ୍ତ ଦିଆଗଲା। Gade chapit la |
ଯିରିମୀୟ ଫେରି ନ ଯାଉଣୁ ନବୂଷରଦନ୍ ତାଙ୍କୁ କହିଲା, “ତେବେ ତୁମ୍ଭେ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଫେରିଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ।” ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା।