ଯିରିମୀୟ 6:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)22 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରା; ଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ। Gade chapit laଓଡିଆ ବାଇବେଲ22 ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତ ଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ। Gade chapit laପବିତ୍ର ବାଇବଲ22 ଆଉ ମଧ୍ୟ ସଦାପ୍ରଭୁ ଏହିକଥା କହନ୍ତି, “ଦେଖ ଉତ୍ତର ଦିଗରୁ ଏକ ସୈନ୍ୟବାହିନୀ ଆସୁଛନ୍ତି ଓ ପୃଥିବୀର ପ୍ରାନ୍ତ ଭାଗରୁ ଏକ ମହା ଗୋଷ୍ଠୀ ଉତ୍ତେଜିତ ହେବେ। Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।
ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’