ଯିରିମୀୟ 6:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)29 ଭାଟି ପ୍ରଚଣ୍ତ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି। Gade chapit laଓଡିଆ ବାଇବେଲ29 ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି। Gade chapit laପବିତ୍ର ବାଇବଲ29 ସେମାନେ ଭାଟିକୁ ପ୍ରଚଣ୍ଡରୂପେ ଉତ୍ତପ୍ତ କରି ସେଥିରୁ ସୀସା ଖାଦ ବାହାର କରି ଏହାକୁ ବିଶୁଦ୍ଧ କରିବାକୁ ଚେଷ୍ଟା କରୁଛନ୍ତି। ମାତ୍ର ସେମାନେ ବୃଥା ଚେଷ୍ଟା କରୁଛନ୍ତି କାରଣ ଦୁଷ୍ଟମାନେ ଏଠାରୁ ଉତ୍ପାଟିତ ହେଉ ନାହାନ୍ତି। Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”