ଯିରିମୀୟ 7:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)27 ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ। Gade chapit laଓଡିଆ ବାଇବେଲ27 ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ। Gade chapit laପବିତ୍ର ବାଇବଲ27 “ହେ ଯିରିମିୟ, ତୁମ୍ଭେ ଏହିକଥା ସେମାନଙ୍କୁ କହିବ। ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ। ତୁମ୍ଭେ ସେମାନଙ୍କୁ ଆହ୍ୱାନ କରିବ, ମାତ୍ର ସେମାନେ ତୁମ୍ଭକୁ ଉତ୍ତର କରିବେ ନାହିଁ। Gade chapit la |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।