ଯିରିମୀୟ 7:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।’ Gade chapit laପବିତ୍ର ବାଇବଲ (Re-edited) - (BSI)29 ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି। Gade chapit laଓଡିଆ ବାଇବେଲ29 ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି। Gade chapit laପବିତ୍ର ବାଇବଲ29 “ହେ ଯିରିମିୟ, ଆପଣା ମସ୍ତକର କେଶ କାଟି ପକାଇ ଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର। କାରଣ ସଦାପ୍ରଭୁ ଏହି ବଂଶପ୍ରତି କ୍ରୋଧଭାବ ଓ ବିମୁଖତା ପ୍ରକାଶ କରି ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଛନ୍ତି। Gade chapit la |