ଯିରିମୀୟ 7:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା। Gade chapit laପବିତ୍ର ବାଇବଲ (Re-edited) - (BSI)3 ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା। Gade chapit laଓଡିଆ ବାଇବେଲ3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।’ Gade chapit laପବିତ୍ର ବାଇବଲ3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହିକଥା କହନ୍ତି, ‘ତୁମ୍ଭେମାନେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ଯ୍ୟ କର। ତାହାହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ ବାସ କରାଇବା। Gade chapit la |
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”