ଯିରିମୀୟ 7:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)31 ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ। Gade chapit laଓଡିଆ ବାଇବେଲ31 ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।’ Gade chapit laପବିତ୍ର ବାଇବଲ31 ସେମାନେ ନିଜ ନିଜର ପୁତ୍ରକନ୍ୟାମାନଙ୍କୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି। ଏହା ଆମ୍ଭେ କେବେ ଆଜ୍ଞା କରି ନାହୁଁ କିଅବା ଆମ୍ଭ ମନରେ ସେ ଭାବ କେବେ ଉଦୟ ହୋଇ ନାହିଁ।” Gade chapit la |
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।
ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;