ଯିରିମୀୟ 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ ପଡ଼ିଲେ, କʼଣ ଆଉ ଉଠେ ନାହିଁ? ବିପଥରେ ଗଲେ, କʼଣ ଆଉ ଫେରେ ନାହିଁ? Gade chapit laପବିତ୍ର ବାଇବଲ (Re-edited) - (BSI)4 ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ ପଡ଼ିଲେ, କʼଣ ଆଉ ଉଠେ ନାହିଁ? ବିପଥରେ ଗଲେ, କʼଣ ଆଉ ଫେରେ ନାହିଁ? Gade chapit laଓଡିଆ ବାଇବେଲ4 ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, “ମନୁଷ୍ୟ ପଡ଼ିଲେ, କ’ଣ ଆଉ ଉଠେ ନାହିଁ ? ବିପଥରେ ଗଲେ, କ’ଣ ଆଉ ଫେରେ ନାହିଁ ?” Gade chapit laପବିତ୍ର ବାଇବଲ4 “ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ ସଦାପ୍ରଭୁଙ୍କର ଏହି ବାକ୍ୟ କୁହ, “‘ମନୁଷ୍ୟ ପଡ଼ିଲେ କ’ଣ ଆଉ ଉଠେ ନାହିଁ? ବିପଥରେ ଗଲେ କ’ଣ ଆଉ ଫେରେ ନାହିଁ? Gade chapit la |