ଯିରିମୀୟ 9:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)20 ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକି ବିଳାପ କରିବାର ଶିକ୍ଷା ଦିଅ। Gade chapit laଓଡିଆ ବାଇବେଲ20 ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖ ନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ। Gade chapit laପବିତ୍ର ବାଇବଲ20 ତେଣୁ ହେ ଯିହୁଦାର ରମଣୀଗଣ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ତୁମ୍ଭମାନଙ୍କର କର୍ଣ୍ଣ ତାଙ୍କର ମୁଖ ନିଃସୃତ ବାକ୍ୟ ଗ୍ରହଣ କରୁ। ଆଉ “ତୁମ୍ଭେମାନେ ନିଜ ନିଜ କନ୍ୟାମାନଙ୍କୁ ହାହାକାର କରିବାକୁ ଓ ପ୍ରତ୍ୟେକ ନିଜ ପ୍ରତିବାସିନୀକୁ ବିଳାପ କରିବାକୁ ଶିକ୍ଷା ଦିଅ। Gade chapit la |
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।