Biblia Todo Logo
Bib sou entènèt

- Piblisite -




ଯିରିମୀୟ 9:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କʼଣ ପରିଶୋଧ ନେବ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କʼଣ ପରିଶୋଧ ନେବ ନାହିଁ?

Gade chapit la Kopi

ଓଡିଆ ବାଇବେଲ

9 ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କ’ଣ ପରିଶୋଧ ନେବ ନାହିଁ ?”

Gade chapit la Kopi

ପବିତ୍ର ବାଇବଲ

9 ତେଣୁ ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା। ଏହି ପ୍ରକାର ଗୋଷ୍ଠୀକୁ ଆମ୍ଭେ ଦଣ୍ଡ ବିଧାନ ନ କରି କ’ଣ ରହିପାରିବା?”

Gade chapit la Kopi




ଯିରିମୀୟ 9:9
12 Referans Kwoze  

ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?”


ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କʼଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?


ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, “ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;


ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?


ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା?


ମୁଁ ଅନାଇଲି, ଆଉ ଦେଖ, କେହି ମନୁଷ୍ୟ ନ ଥିଲା ଓ ଆକାଶର ପକ୍ଷୀସବୁ ପଳାଇ ଯାଇଥିଲେ।


କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀସବୁ କ୍ଷୟ ପାଉଅଛନ୍ତି; କାରଣ ଲୋକମାନେ କହିଲେ, “ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ।”


ସେମାନେ ତାହା ଧ୍ୱଂସସ୍ଥାନ କରିଅଛନ୍ତି; ତାହା ଧ୍ୱଂସିତ ହୋଇ ଆମ୍ଭ ନିକଟରେ ବିଳାପ କରୁଅଛି; କେହି ମନୋଯୋଗ ନ କରିବାରୁ ସମୁଦାୟ ଦେଶ ଧ୍ୱଂସିତ ହେଉଅଛି।


ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ।


ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; କାରଣ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି।


ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି ଯେଉଁ ବିଳାପର ବାକ୍ୟ କହୁଅଛୁ, ତାହା ଶୁଣ।


“ଇସ୍ରାଏଲର କୁମାରୀ ପତିତ ହୋଇଅଛି, ସେ ଆଉ ଉଠିବ ନାହିଁ; ସେ ଆପଣା ଭୂମିରେ ଫିଙ୍ଗା ଯାଇଅଛି; ତାହାକୁ ଉଠାଇବାକୁ କେହି ନାହିଁ।”


Swiv nou:

Piblisite


Piblisite