ଯୋହନ 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଆଉ, ସେହି ବାକ୍ୟ ଦେହବ; ହେଲେ, ପୁଣି ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ଵିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ । Gade chapit laଓଡିଆ ବାଇବେଲ14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ । Gade chapit laପବିତ୍ର ବାଇବଲ (CL) NT (BSI)14 ସେହି ବାକ୍ୟ ମାନବ ଶରୀର ଧାରଣ କରି ଆମ ସହିତ ଜୀବନଯାପନ କଲେ। ସେ ଅନୁଗ୍ରହ ଓ ସତ୍ୟତାରେ ପରିପୂର୍ଣ୍ଣ ଥିଲେ। ଈଶ୍ୱରଙ୍କ ଅନ୍ୟ ପୁତ୍ର ସ୍ୱରୂପେ ସେ ଯେଉଁ ଅଲୌକିକ ମହିମା ପାଇଥିଲେ, ତାହା ଆମେ ଦେଖିଲୁ। Gade chapit laପବିତ୍ର ବାଇବଲ14 ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ ପୁଣି ସେହି ବାକ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। Gade chapit la |