ଯୋହନ 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)17 କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ଵାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଉପସ୍ଥିତ ହେଲା। Gade chapit laଓଡିଆ ବାଇବେଲ17 କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା । Gade chapit laପବିତ୍ର ବାଇବଲ (CL) NT (BSI)17 ଈଶ୍ୱର ମୋଶାଙ୍କ ଦ୍ୱାରା ବିଧିବ୍ୟବସ୍ଥା ପ୍ରଦାନ କଲେ। କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନୁଗ୍ରହ ଓ ସତ୍ୟ ଜଗତକୁ ଆସିଛି। Gade chapit laପବିତ୍ର ବାଇବଲ17 ମୋଶାଙ୍କ ଦ୍ୱାରା ଆମ୍ଭମାନଙ୍କୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନୁଗ୍ରହ ଓ ସତ୍ୟ ମାର୍ଗ ଆସିଲା। Gade chapit la |