ଯୋହନ 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)18 କେହି କେବେ ଈଶ୍ଵରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ଵିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ। Gade chapit laଓଡିଆ ବାଇବେଲ18 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ । Gade chapit laପବିତ୍ର ବାଇବଲ (CL) NT (BSI)18 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ। ତାଙ୍କ ସହିତ ଥିବା କେବଳ ତାଙ୍କର ଅଦ୍ୱିତୀୟ ପୁତ୍ର ତାଙ୍କୁ ପ୍ରକାଶ କରିଛନ୍ତି। Gade chapit laପବିତ୍ର ବାଇବଲ18 ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।” ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। Gade chapit la |