ଯୋହନ 1:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀ ନେତାମାନେ ଯେତେବେଳେ ଯିରୂଶାଲମ ସହରରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ, Gade chapit laପବିତ୍ର ବାଇବଲ (Re-edited) - (BSI)19 ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀମାନେ ଯେତେବେଳେ ଯିରୂଶାଲମରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେ-ବେଳେ ସେ ଏହି ସାକ୍ଷ୍ୟ ଦେଲେ, Gade chapit laଓଡିଆ ବାଇବେଲ19 ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୂଦୀମାନେ ଯେତେବେଳେ ଯିରୂଶାଲମରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ, Gade chapit laପବିତ୍ର ବାଇବଲ (CL) NT (BSI)19 ଯିରୂଶାଲମର ଇହୁଦୀ କର୍ତ୍ତୃପକ୍ଷ କେତେ ଜଣ ଧର୍ମଯାଜକ ଓ ଲେବୀୟମାନଙ୍କୁ ଯୋହନଢ଼ଙ୍କ ନିକଟକୁ ପଠାଇଲେ। ସେମାନେ ତାଙ୍କୁ ପଚାରିଲେ, “ଆପର କିଏ?” Gade chapit laପବିତ୍ର ବାଇବଲ19 “ଆପଣ କିଏ?” ଏହା ଯୋହନଙ୍କୁ ପଗ୍ଭରିବା ପାଇଁ ଯିରୁଶାଲମରୁ ଯିହୂଦୀ ନେତାମାନେ କେତେକ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ପାଖକୁ ପଠାଇଲେ। ସେ ସେମାନଙ୍କୁ ସତ କଥା କହିଲେ। Gade chapit la |