ଯୋହନ 1:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅଣ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ। ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା। Gade chapit laପବିତ୍ର ବାଇବଲ (Re-edited) - (BSI)21 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ। ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା। Gade chapit laଓଡିଆ ବାଇବେଲ21 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କ'ଣ ? ଆପଣ କ'ଣ ଏଲୀୟ ? ସେ କହିଲେ, ମୁଁ ନୁହେଁ । ଆପଣ କ'ଣ ସେହି ଭାବବାଦୀ ? ସେ ଉତ୍ତର ଦେଲେ, ନା । Gade chapit laପବିତ୍ର ବାଇବଲ (CL) NT (BSI)21 ସେମାନେ ପୁଣି ତାଙ୍କୁ ପ୍ରଶ୍ନ କଲେ, “ତେବେ ଆପଣ କିଏ? ଆପଣ କ’ଣ ଏଲୀୟ?” ଯୋହନ ‘ନାହିଁ’ କରିବାରୁ ସେମାନେ ଆଉ ଥରେ ପଚାରିଲେ, “ଆମେ ଯେଉଁ ଭାବବାଦୀଙ୍କୁ ପ୍ରତୀକ୍ଷା କରୁଛୁ, ଆପଣ କ’ଣ ସେହି?” Gade chapit laପବିତ୍ର ବାଇବଲ21 ସେଥିରେ ସେମାନେ ଯୋହନଙ୍କୁ ପଗ୍ଭରିଲେ, “ତାହାହେଲେ ଆପଣ କିଏ? ଆପଣ କ'ଣ ଏଲିୟ?” ସେ ଉତ୍ତର ଦେଲେ, “ନା, ମୁଁ ଏଲିୟ ନୁହେଁ।” ପୁଣି ସେମାନେ ପଗ୍ଭରିଲେ, “ଆପଣ କ'ଣ ସେହି ଭବିଷ୍ୟଦ୍ବକ୍ତା?” ଯୋହନ ଉତ୍ତର ଦେଲେ, “ନା, ମୁଁ ସେହି ଭବିଷ୍ୟଦ୍ବକ୍ତା ନୁହେଁ।” Gade chapit la |