ଯୋହନ 1:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେ କହିଲେ, “ଯିଶାଇୟ ଭାବବାଦୀ ଯେପରି କହିଥିଲେ, ‘ମୁଁ ସେହି ପ୍ରକାର ମରୁପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର।’” Gade chapit laପବିତ୍ର ବାଇବଲ (Re-edited) - (BSI)23 ସେ କହିଲେ, ଯିଶାଇୟ ଭାବବାଦୀ ଯେପରି କହିଥିଲେ, ମୁଁ ସେହି ପ୍ରକାର ପ୍ରାନ୍ତରରେ ଉଚ୍ଚ ଶଦ୍ଦ କରୁଥିବା ଜଣକର ସ୍ଵର, ପ୍ରଭୁଙ୍କ ପଥ ସଳଖ କର। Gade chapit laଓଡିଆ ବାଇବେଲ23 ସେ କହିଲେ, ଯିଶାଇୟ ଭାବବାଦୀ ଯେପରି କହିଥିଲେ, ମୁଁ ସେହି ପ୍ରକାର ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର । Gade chapit laପବିତ୍ର ବାଇବଲ (CL) NT (BSI)23 ଯୋହନ ଭାବବାଦୀ ଯିଶାଇୟଙ୍କ ଉକ୍ତ ଉଦ୍ଧାର କରି କହିଲେ, “ମରୁ ପ୍ରାନ୍ତରରେ ଚିକ୍ରାର କରୁଥିବା ମୁଁ ଗୋଟିଏ କଣ୍ଠ ସ୍ୱର। ମୁଁ କହେ, ‘ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର’। Gade chapit laପବିତ୍ର ବାଇବଲ23 ଯୋହନ ସେମାନଙ୍କୁ ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ବାକ୍ୟକୁ ବ୍ୟବହାର କରି କହିଲେ: “ମୁଁ ମରୁଭୂମିରେ ଚିତ୍କାର କରୁଥିବା ଜଣେ ବ୍ୟକ୍ତିର ସ୍ୱର: ‘ପ୍ରଭୁଙ୍କ ପାଇଁ ଗୋଟିଏ ସଳଖରାସ୍ତା ପ୍ରସ୍ତୁତ କର।’” Gade chapit la |