ଯୋହନ 1:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି? Gade chapit laପବିତ୍ର ବାଇବଲ (Re-edited) - (BSI)25 ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହନ୍ତି, ତାହା ହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି? Gade chapit laଓଡିଆ ବାଇବେଲ25 ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି? Gade chapit laପବିତ୍ର ବାଇବଲ (CL) NT (BSI)25 “ଆପଣ ଯଦି ମସୀହ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତେବେ କାହିଁକି ଜଳଦୀକ୍ଷା ଦେଉଛନ୍ତି?” Gade chapit laପବିତ୍ର ବାଇବଲ25 ଏହି ଲୋକମାନେ ଯୋହନଙ୍କୁ କହିଲେ, “ଆପଣ କହୁଛନ୍ତି ଯେ ଆପଣ ଖ୍ରୀଷ୍ଟ ନୁହଁନ୍ତି। ଆପଣ କହୁଛନ୍ତି ଯେ ଆପଣ ଏଲୀୟ ନୁହଁନ୍ତି କିମ୍ବା ସେହି ଭବିଷ୍ୟଦ୍ବକ୍ତା ନୁହଁନ୍ତି, ତେବେ ଆପଣ କାହିଁକି ଲୋକମାନଙ୍କୁ ବାପ୍ତିସ୍ମ ଦେଉଛନ୍ତି?” Gade chapit la |