ଯୋହନ 1:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଯର୍ଦ୍ଦନ ନଦୀର ପରପାରସ୍ଥ ଯେଉଁ ବେଥନୀୟାରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହିସବୁ ଘଟିଲା। Gade chapit laପବିତ୍ର ବାଇବଲ (Re-edited) - (BSI)28 ଯର୍ଦ୍ଦନର ପରପାରସ୍ଥ ଯେଉଁ ବେଥନୀଆରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହିସବୁ ଘଟିଲା। Gade chapit laଓଡିଆ ବାଇବେଲ28 ଯର୍ଦନର ପରପାରସ୍ଥ ଯେଉଁ ବେଥନୀଆରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହି ସବୁ ଘଟିଲା । Gade chapit laପବିତ୍ର ବାଇବଲ (CL) NT (BSI)28 ଯୋହନ ଜଳଦୀକ୍ଷା ଦେଉଥିବା ଯର୍ଦ୍ଦନ ନଦୀର ପୂର୍ବପାଶ୍ୱର୍ସ୍ଥ ବେଥନୀରେ ଏହିସବୁ ଘଟଣା ଘଟିଗଲା। Gade chapit laପବିତ୍ର ବାଇବଲ28 ଏହିସବୁ ଘଟଣା ଯର୍ଦ୍ଦନ ନଦୀର ପୂର୍ବ ଦିଗରେ ଥିବା ବେଥାନୀଆ ଗ୍ରାମରେ ଘଟିଥିଲା। ଏହି ସ୍ଥାନରେ ଯୋହନ ଲୋକମାନଙ୍କୁ ବାପ୍ତିଜିତ କରୁଥିଲେ। Gade chapit la |