ଯୋହନ 1:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି। Gade chapit laପବିତ୍ର ବାଇବଲ (Re-edited) - (BSI)30 ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି। Gade chapit laଓଡିଆ ବାଇବେଲ30 ମୋ' ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି । Gade chapit laପବିତ୍ର ବାଇବଲ (CL) NT (BSI)30 କେବଳ ଏହାଙ୍କୁ ଲକ୍ଷ୍ୟ କରି ମୁଁ କହିଥିଲି, “ସେ ମୋ’ଠାରୁ ମହାନ୍, କାରଣ ତାଙ୍କର ସ୍ଥିତି ମୋର ଜନ୍ମ ପୂର୍ବରୁ ଅଛି। Gade chapit laପବିତ୍ର ବାଇବଲ30 ମୁଁ ଆଗରୁ ଏହି ବ୍ୟକ୍ତିଙ୍କ ବିଷୟରେ କହିଥିଲି। ମୁଁ କହିଥିଲି, ‘ମୋ’ ପରେ ଜଣେ ବ୍ୟକ୍ତି ଆସୁଛନ୍ତି, ସେ ମୋ'ଠାରୁ ଶ୍ରେଷ୍ଠ। କାରଣ ମୁଁ ଜନ୍ମ ହେବା ପୂର୍ବରୁ ସେ ବାସ କରୁଥିଲେ।’ Gade chapit la |