ଯୋହନ 1:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)31 ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି। Gade chapit laଓଡିଆ ବାଇବେଲ31 ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି । Gade chapit laପବିତ୍ର ବାଇବଲ (CL) NT (BSI)31 ତାଙ୍କୁ ପୂର୍ବରୁ ମୁଁ ଜାଣି ନ ଥିଲି। କିନ୍ତୁ ଇଶ୍ରାୟେଲ ଜାତି ସହିତ ତାଙ୍କୁ ପରିଚିତ କରାଇ ଦେବା ପାଇଁ ମୁଁ ଏହି ଜଳଦୀକ୍ଷା ଦେଉଛି।” Gade chapit laପବିତ୍ର ବାଇବଲ31 ମୁଁ ନିଜେ ମଧ୍ୟ ତାହାଙ୍କୁ ଜାଣି ନ ଥିଲି। କିନ୍ତୁ ଇସ୍ରାଏଲ ଲୋକମାନେ ଯେପରି ଜାଣି ପାରିବ ଯେ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି। ଏଥିନିମନ୍ତେ ମୁଁ ଲୋକମାନଙ୍କୁ ଜଳରେ ବାପ୍ତିଜିତ କରିବା ପାଇଁ ଆସିଅଛି।” Gade chapit la |