ଯୋହନ 1:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” Gade chapit laପବିତ୍ର ବାଇବଲ (Re-edited) - (BSI)43 ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାଙ୍କୁ କହିଲେ, ମୋହର ଅନୁଗମନ କର। Gade chapit laଓଡିଆ ବାଇବେଲ43 ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାଙ୍କୁ କହିଲେ, ମୋହର ଅନୁଗମନ କର । Gade chapit laପବିତ୍ର ବାଇବଲ (CL) NT (BSI)43 ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଲେ। ବାଟରେ ଫିଲିପ୍ ନାମକ ଜଣେ ବ୍ୟକ୍ତିକୁ ଭେଟି କହିଲେ, “ମୋ’ ସଙ୍ଗରେ ଆସ।” ( Gade chapit laପବିତ୍ର ବାଇବଲ43 ତା'ପରଦିନ ଯୀଶୁ ଗାଲିଲୀକୁ ଯିବା ପାଇଁ ସ୍ଥିର କଲେ। ସେ ଫିଲିପ୍ପଙ୍କୁ ଦେଖି କହିଲେ, “ମୋର ଅନୁଗମନ କର।” Gade chapit la |