Biblia Todo Logo
Bib sou entènèt

- Piblisite -




ଯୋହନ 1:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ନିଥନିୟେଲ ତାହାଙ୍କୁ ପଚାରିଲେ, “ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ?” ଫିଲିପ୍ପ ତାହାଙ୍କୁ କହିଲେ, “ଆସି ଦେଖ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ନିଥନିୟେଲ ତାଙ୍କୁ ପଚାରିଲେ, ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ? ଫିଲିପ୍ପ ତାଙ୍କୁ କହିଲେ, ଆସି ଦେଖ।

Gade chapit la Kopi

ଓଡିଆ ବାଇବେଲ

46 ନିଥନିୟେଲ ତାଙ୍କୁ ପଚାରିଲେ, ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇ ପାରେ ? ଫିଲିପ୍ପ ତାଙ୍କୁ କହିଲେ, ଆସି ଦେଖ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

46 ନିଥ୍ନିୟେଲ ପ୍ରଶ୍ନ କଲେ, “ନାଜରିତରୁ କ’ଣ କୌଣସି ଉକ୍ରୃଷ୍ଟ ବିଷୟ ବାହାରିପାରେ?” ଫିଲିପ୍ ଉତ୍ତର ଦେଲେ, “ଆସି ଦେଖ।”

Gade chapit la Kopi

ପବିତ୍ର ବାଇବଲ

46 ନିଥନିୟେଲ ଫିଲିପ୍ପଙ୍କୁ ପଚାରିଲେ, “ନାଜରିତ! ନାଜରିତରୁ କ'ଣ କୌଣସି ଉତ୍ତମ ବସ୍ତୁ ଉତ୍ପନ୍ନ ହୋଇପାରେ?” ଫିଲିପ୍ପ ଉତ୍ତର ଦେଲେ, “ତୁମ୍ଭେ ଆସି ଦେଖ।”

Gade chapit la Kopi




ଯୋହନ 1:46
14 Referans Kwoze  

ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କଅଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ।


ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା?


ବରଂ ସମସ୍ତ ବିଷୟ ପରୀକ୍ଷା କର;


“ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ ଯେ ଉଚିତ୍ କଅଣ?


ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, “ସେ ନାଜରିତୀୟ ବୋଲି ଖ୍ୟାତ ହେବେ।”


ଫିଲିପ୍ପ ଓ ବାର୍ଥଲମୀ, ଥୋମା ଓ କରଗ୍ରାହୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,


ଫିଲିପ୍ପ ବେଥ୍‌ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରିୟ ଓ ପିତରଙ୍କର ନଗର ଥିଲା।


ଫିଲିପ୍ପ ନିଥନିୟେଲଙ୍କୁ ଦେଖା ପାଇ ତାହାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।


ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କୁ କହିଲେ, “ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୁଟି କିଣିବା?”


ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଦୁଇଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି ଯଥେଷ୍ଟ ନୁହେଁ।


ସେମାନେ ଗାଲିଲୀସ୍ଥ ବେଥ୍‌ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା।


ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।


Swiv nou:

Piblisite


Piblisite