Biblia Todo Logo
Bib sou entènèt

- Piblisite -




ଯୋହନ 1:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।

Gade chapit la Kopi

ଓଡିଆ ବାଇବେଲ

47 ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

47 ଯୀଶୁ ନିଥ୍‌ନିୟେଲଙ୍କୁ ଆସୁଥିବା ଦେଖି କହିଲେ, “ଏ ଜଣେ ପ୍ରକୃତ ଇଶ୍ରାୟେଲୀୟ। ଏହାଙ୍କଠାରେ ତିଳେ ହେଲେ କପଟତା ନାହିଁ।”

Gade chapit la Kopi

ପବିତ୍ର ବାଇବଲ

47 ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ଏ ଜଣେ ପ୍ରକୃତ ଇସ୍ରାଏଲୀୟ ଲୋକ, ତାହାଙ୍କଠାରେ କୌଣସି ଅସାଧୁତା ନାହିଁ।”

Gade chapit la Kopi




ଯୋହନ 1:47
13 Referans Kwoze  

ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ।


ପରମେଶ୍ୱର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃକରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ୱରୂପ ଅଟନ୍ତି।


ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।


ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ କରାଯାଇଅଛି, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;


କିନ୍ତୁ ଈଶ୍ବରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ। କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ,


ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୁଦୀମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,


“ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।”


ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।


ସେମାନେ ତାହାଙ୍କୁ ଉତ୍ତର ଦେଲେ, ଅବ୍ରହାମ ଆମ୍ଭମାନଙ୍କ ପିତା। ଯୀଶୁ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ଅବ୍ରହାମଙ୍କ ସନ୍ତାନ, ତେବେ ଅବ୍ରହାମଙ୍କ କର୍ମ କର;


ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କଅଣ ଅଛି, ତାହା ସେ ଆପେ ଜାଣିଥିଲେ।


ଯୀଶୁ ତାହାକୁ କହିଲେ, “ଯାଅ, ତୁମ୍ଭ ସ୍ୱାମୀକୁ ଡାକି ଏଠାକୁ ଆସ।”


Swiv nou:

Piblisite


Piblisite