ଯୋହନ 1:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରିବୃକ୍ଷ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।” Gade chapit laପବିତ୍ର ବାଇବଲ (Re-edited) - (BSI)48 ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାଙ୍କୁ ଉତ୍ତର ଦେଲେ, ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମିରି ଗଛ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି। Gade chapit laଓଡିଆ ବାଇବେଲ48 ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ ? ଯୀଶୁ ତାଙ୍କୁ ଉତ୍ତର ଦେଲେ, ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରି ଗଛ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି । Gade chapit laପବିତ୍ର ବାଇବଲ (CL) NT (BSI)48 ନିଥ୍ନିୟେଲ ପଚାରିଲେ, “ମୋତେ ଆପଣ କିପରି ଜାଣିଲେ?” ଯୀଶୁ ଉତ୍ତର ଦେଲେ: “ଫିଲିପ୍ ତୁମକୁ ଡାକିବା ପୂର୍ବରୁ ତୁମେ ଡିମିରି ଗଛ ତଳେ ଥିବାବେଳେ ମୁଁ ତୁମକୁ ଦେଖିଛି।” Gade chapit laପବିତ୍ର ବାଇବଲ48 ନିଥନିୟେଲ ଯୀଶୁଙ୍କୁ ପଗ୍ଭରିଲେ, “ଆପଣ ମୋତେ କିପରି ଜାଣିଲେ?” ଯୀଶୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ମୋ’ ବିଷୟରେ କହିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମିରି ଗଛ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।” Gade chapit la |