ଯୋହନ 1:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ଡିମ୍ବିରିବୃକ୍ଷ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ୍-ମହତ୍ ବିଷୟ ଦେଖିବ।” Gade chapit laପବିତ୍ର ବାଇବଲ (Re-edited) - (BSI)50 ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ଡିମିରି ଗଛ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ଵାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ୍ ମହତ୍ ବିଷୟ ଦେଖିବ। Gade chapit laଓଡିଆ ବାଇବେଲ50 ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ଡିମ୍ବିରି ଗଛ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ ? ତୁମ୍ଭେ ଏହାଠାରୁ ଆହୁରି ମହତ୍ ମହତ୍ ବିଷୟ ଦେଖିବ । Gade chapit laପବିତ୍ର ବାଇବଲ (CL) NT (BSI)50 ଯୀଶୁ କହିଲେ: “ଡିମିରି ଗଛ ତଳେ ତୁମକୁ ଦେଖିଥିଲି ବୋଲି କହିବାରୁ ତୁମର କ’ଣ ମୋ’ଠାରେ ବିଶ୍ୱାସ ହୋଇଛି! ଏହାଠାରୁ ଆହୁରି ଚମକ୍ରାର ବିଷୟ ସବୁ ତୁମେ ଦେଖିବ।” Gade chapit laପବିତ୍ର ବାଇବଲ50 ଯୀଶୁ ନିଥନିୟେଲଙ୍କୁ କହିଲେ, “ମୁଁ ତୁମ୍ଭକୁ କହିଲି ଯେ, ମୁଁ ତୁମ୍ଭକୁ ଡିମିରି ଗଛ ତଳେ ଦେଖିଥିଲି। ସେଥିପାଇଁ ତୁମ୍ଭେ ମୋତେ ବିଶ୍ୱାସ କରୁଛ। କିନ୍ତୁ ତୁମ୍ଭେ ତା'ଠାରୁ ଆହୁରି ଶ୍ରେଷ୍ଠତର ବିଷୟମାନ ଦେଖିବ।” Gade chapit la |