ଯୋହନ 1:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ପୁଣି, ସେ ତାହାଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।” Gade chapit laପବିତ୍ର ବାଇବଲ (Re-edited) - (BSI)51 ପୁଣି, ସେ ତାହାଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ଵର୍ଗକୁ ଉନ୍ମୁକ୍ତ ଓ ଈଶ୍ଵରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ। Gade chapit laଓଡିଆ ବାଇବେଲ51 ପୁଣି, ସେ ତାହାଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ୱରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ । Gade chapit laପବିତ୍ର ବାଇବଲ (CL) NT (BSI)51 ଯୀଶୁ ପୁଣି କହିଲେ: “ତୁମେ ସ୍ୱର୍ଗଦ୍ୱାର ଉନ୍ମୁକ୍ତ ହେବା ଦେଖିବ। ପୁଣି ଈଶ୍ୱରଙ୍କ ଦୂତମାନେ ମନୁଷ୍ୟପୁତ୍ରଙ୍କ ଉପରେ ଅବତରଣ ଓ ଆରୋହଣ କରିବା ମଧ୍ୟ ଦେଖିବ।” Gade chapit laପବିତ୍ର ବାଇବଲ51 ଯୀଶୁ ପୁଣି କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେମାନେ ସ୍ୱର୍ଗ ଖୋଲି ଯିବାର ଦେଖିବ। ତୁମ୍ଭେମାନେ ପରମେଶ୍ୱରଙ୍କ ‘ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ନିକଟକୁ ଆରୋହଣ ଓ ଅବତରଣ’ କରୁଥିବାର ଦେଖିବ।” Gade chapit la |