ଯୋହନ 10:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥିନିମନ୍ତେ ମୁଁ ଆସିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)10 ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥିନିମନ୍ତେ ମୁଁ ଆସିଅଛି। Gade chapit laଓଡିଆ ବାଇବେଲ10 ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥି ନିମନ୍ତେ ମୁଁ ଆସିଅଛି । Gade chapit laପବିତ୍ର ବାଇବଲ (CL) NT (BSI)10 ଚୋର ଆସେ ଚୋରି, ହତ୍ୟା ଓ ଧ୍ୱଂସ କରିବାକୁ। ମୁଁ ଆସିଛି, ତୁମ୍ଭମାନଙ୍କୁ ଜୀବନ ଦେବାକୁ- ତୁମ୍ଭେମାନେ ଯେପରି ଜୀବନର ପ୍ରାଚୁର୍ଯ୍ୟ ଉପଭୋଗ କରିପାରିବ। Gade chapit laପବିତ୍ର ବାଇବଲ10 ଜଣେ ଗ୍ଭେର ଗ୍ଭେରି, ହତ୍ୟା ଓ ନଷ୍ଟ କରିବା ପାଇଁ ଆସେ। କିନ୍ତୁ ମୁଁ ସେମାନଙ୍କୁ ପୂର୍ଣ୍ଣ ଓ ଉତ୍ତମ ଜୀବନ ଦେବା ପାଇଁ ଆସିଛି। Gade chapit la |