ଯୋହନ 10:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି ସେମାନେ ମୋହର ସ୍ଵର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ। Gade chapit laଓଡିଆ ବାଇବେଲ16 ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ । Gade chapit laପବିତ୍ର ବାଇବଲ (CL) NT (BSI)16 ମୋର ଆହୁରି ଅନ୍ୟ ମେଷ ଅଛନ୍ତି, ଯେଉଁମାନେ ଏହି ପଲ ଭିତରେ ନାହାନ୍ତି। ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ପଡ଼ିବ। ସେମାନେ ମୋର ଡାକ ଶୁଣିବେ ଏବଂ ସମସ୍ତେ ଗୋଟିଏ ମେଷପାଳକର ଗୋଟିଏ ପଲ ହୋଇ ରହିବେ। Gade chapit laପବିତ୍ର ବାଇବଲ16 ମୋର ଅନ୍ୟ ମେଷମାନେ ମଧ୍ୟ ଅଛନ୍ତି। ସେମାନେ ଏହି ପଲରେ ନାହାନ୍ତି। ମୁଁ ସେମାନଙ୍କୁ ମଧ୍ୟ ଆଣିବି। ସେମାନେ ମୋର ସ୍ୱର ଶୁଣିବେ। ଭବିଷ୍ୟତରେ ଗୋଟିଏ ପଲ ହେବ ଓ ସେ ପଲର ଜଣେ ମେଷପାଳକ ହେବେ। Gade chapit la |