Biblia Todo Logo
Bib sou entènèt

- Piblisite -




ଯୋହନ 10:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ।

Gade chapit la Kopi

ଓଡିଆ ବାଇବେଲ

17 ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 “ମୁଁ ମୋର ଜୀବନ ଉତ୍ସର୍ଗ କରୁଥିବାରୁ ପିତା ଈଶ୍ୱର ମୋତେ ପ୍ରେମ କରନ୍ତି। ଯଦି ମୁଁ ମୋ ଜୀବନ ଦାନ କରେ, ତେବେ ତାହା ପୁଣି ଫେରି ପାଇବି।

Gade chapit la Kopi

ପବିତ୍ର ବାଇବଲ

17 ପରମପିତା ମୋତେ ପ୍ରେମ କରନ୍ତି କାରଣ ମୁଁ ମୋ’ ଜୀବନ ଦିଏ। ମୁଁ ଜୀବନ ଦିଏ, ଯେହେତୁ ମୁଁ ପୁନର୍ବାର ସେହି ଜୀବନ ଲାଭ କରିପାରେ।

Gade chapit la Kopi




ଯୋହନ 10:17
12 Referans Kwoze  

କେହି ମୋʼଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ। ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି। ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି।”


ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ।


କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍‍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।


ସେହିପରି ମୁଁ ମୋʼ ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋʼ ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋହର ପ୍ରାଣ ଦିଏ।


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ।


ସେଥିମଧ୍ୟରେ ଶୁଚିକ୍ରିୟା ସମ୍ବନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୁଦୀ ସହିତ ବାଦାନୁବାଦ ଘଟିଲା।


ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ।


“ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ବର, ତୁମ୍ଭର ଈଶ୍ବର, ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା, ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷେକ କରିଅଛନ୍ତି।”


Swiv nou:

Piblisite


Piblisite