ଯୋହନ 10:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କେହି ମୋʼଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ। ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି। ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)18 କେହି ମୋʼଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ। ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି। ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି। Gade chapit laଓଡିଆ ବାଇବେଲ18 କେହି ମୋ'ଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ । ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି । ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି । Gade chapit laପବିତ୍ର ବାଇବଲ (CL) NT (BSI)18 ମୋ’ ଜୀବନକୁ ଅନ୍ୟ କେହି ନେଇ ପାରିବ ନାହିଁ। ତାହା ମୁଁ ସ୍ୱେଚ୍ଛାରେ ଦାନ କରିବି। ନିଜ ଜୀବନ ଦାନ କରିବା ପାଇଁ ଓ ତାକୁ ଫେରାଇ ଆଣିବା ପାଇଁ ମୋର ଅଧିକାର ଅଛି। ଏହା କରିବା ପାଇଁ ପିତା ଈଶ୍ୱର ମୋତେ ଆଜ୍ଞା ଦେଇଛନ୍ତି।” Gade chapit laପବିତ୍ର ବାଇବଲ18 ମୋ'ଠାରୁ କେହି ମୋ’ ଜୀବନ ନେଇ ପାରିବ ନାହିଁ। ମୁଁ ସ୍ୱେଚ୍ଛାରେ ମୋ’ ଜୀବନ ଦିଏ। ମୋର ଜୀବନ ଦେବାର ଅଧିକାର ଅଛି। ଏବଂ ମୋର ପୁନର୍ବାର ଜୀବନ ଫେରି ପାଇବାର ମଧ୍ୟ ଅଧିକାର ରହିଛି। ଏହି କଥା ମୋତେ ପରମପିତା କହିଛନ୍ତି।” Gade chapit la |