Biblia Todo Logo
Bib sou entènèt

- Piblisite -




ଯୋହନ 10:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଯେଉଁମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ବରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇପାରେ ନାହିଁ),

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଯେଉଁମାନଙ୍କ ନିକଟରେ ଈଶ୍ଵରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ଵରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ତନ କରାଯାଇ ପାରେ ନାହିଁ),

Gade chapit la Kopi

ଓଡିଆ ବାଇବେଲ

35 ଯେଉଁମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ୱରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇ ପାରେ ନାହିଁ),

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

35 ଆମେ ଜାଣୁ, ଶାସ୍ତ୍ର ବାକ୍ୟ ଚିରନ୍ତନ ସତ୍ୟ। ଈଶ୍ୱରଙ୍କ ବାର୍ତ୍ତା ଯେଉଁମାନଙ୍କ ନିକଟରେ ପ୍ରକାଶିତ, ସେମାନଙ୍କୁ ଏଠାରେ ଦେବତା କୁହାଯାଇଛି।

Gade chapit la Kopi

ପବିତ୍ର ବାଇବଲ

35 ଏହି ଧର୍ମଶାସ୍ତ୍ର କୁହେ ଯେ ଯେଉଁମାନେ ପରମେଶ୍ୱରଙ୍କର ବାର୍ତ୍ତା ଗ୍ରହଣ କରନ୍ତି, ସେମାନେ ଈଶ୍ୱରଗଣ। ଆଉ ଶାସ୍ତ୍ରର ବାକ୍ୟ ସର୍ବଦା ସତ୍ୟ।

Gade chapit la Kopi




ଯୋହନ 10:35
27 Referans Kwoze  

ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ।


କିନ୍ତୁ ଇଶ୍ବରଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ।


ମୋହର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;


ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”


ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ,


କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ।


ମାତ୍ର, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ‘ତୁମ୍ଭେ ଅଧିକ ପରିମାଣର ରକ୍ତପାତ ଓ ବଡ଼ ବଡ଼ ଯୁଦ୍ଧ କରିଅଛ; ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଆମ୍ଭ ସାକ୍ଷାତରେ ଭୂମିରେ ଅଧିକ ପରିମାଣର ରକ୍ତପାତ କରିଅଛ।


“ଯାଅ, ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ?


ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, “ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି?” ତହିଁରେ ସେ ତାଙ୍କୁ କହିଲେ, “ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନ ହୋଇ ସମସ୍ତଙ୍କୁ ଉଦ୍ଧାର କରିବ।”


ତହୁଁ ଶାଉଲ ସଦାପ୍ରଭୁଙ୍କ ନିକଟରେ ପଚାରନ୍ତେ, ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ନାହିଁ; ନା ସ୍ୱପ୍ନ ଦ୍ୱାରା, ନା ଊରୀମ୍‍ ଦ୍ୱାରା, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା।


ଏଥିଉତ୍ତାରେ ଶାମୁୟେଲ ଶାଉଲଙ୍କୁ କହିଲେ, “ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ, ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ।


ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, “ମୋତେ ତୃଷା ଲାଗୁଅଛି।”


ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍‍ ରାଜାଙ୍କୁ କହିଲା, “ଦୁଷ୍ଟମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭମାନଙ୍କ ବ୍ୟବସ୍ଥାରେ ଏହା କଅଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ବରଗଣ?


ତାହାହେଲେ ଯାହାଙ୍କୁ ଈଶ୍ବର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କଅଣ ତୁମ୍ଭେମାନେ, ମୁଁ ଈଶ୍ବରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ବର ନିନ୍ଦା କରୁଅଛୁ ବୋଲି କହୁଅଛ?


ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, “ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।” ଆଉ ସେହିପରି ହେଲା।


Swiv nou:

Piblisite


Piblisite